Site icon ଦ କୁଇଭର୍ – ପରିବର୍ତ୍ତନର କମ୍ପନ!

ଜୁନ୍ ୬ରୁ ୧୬ ସ୍କୁଲରେ ଖରାଛୁଟି

ଭୁବନେଶ୍ୱର (ଦ କୁଇଭର): ଜୁନ୍ ୬ରୁ ୧୬ ସ୍କୁଲରେ ଖରାଛୁଟି । ପାଠପଢା ପାଇଁ ସ୍କୁଲରେ ଖରାଛୁଟି କାଟଛାଣ୍ଟ ନିଷ୍ପତ୍ତି । ଜୁନ୍ ୬ରୁ ଜୁନ୍ ୧୬ ପର୍ଯ୍ୟନ୍ତ ସ୍କୁଲରେ ଖରାଛୁଟି ପାଇଁ ନିଷ୍ପତ୍ତି । ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ଚାଲୁ ରହିବ ବୋଲି ସୂଚନା ମିଳିଛି ।

ଅନ୍ୟପଟେ ସକାଳୁଆ ସ୍କୁଲ ପାଇଁ ସମୟ ସାରଣୀରେ ପରିବର୍ତ୍ତନ । ମେ’ ପହିଲାରୁ ଜୁନ୍ ୫ ପର୍ଯ୍ୟନ୍ତ ସକାଳ ୬ଟାରୁ ୯ଟା ଯାଏଁ ସ୍କୁଲ । ଏପ୍ରିଲ ୨୦ ମଧ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ କ୍ଲାସ ପ୍ରମୋସନ ସରିବ । ଏପ୍ରିଲ ୨୦ରୁ ୩୦ ପ୍ରଥମରୁ ନବମ ନୂଆ ଆଡମିଶନ ଓ ରି-ଆଡମିଶନ ହେବ ।

Exit mobile version